• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2024: ଏହି ରାଶିର ବ୍ୟକ୍ତିଙ୍କର କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର ଚନ୍ଦ୍ର- ମିଥୁନ ନିଶାନ୍ତ ୦୫.୦୫ ଗତେ କର୍କଟ ତିଥି- ୫ମୀ ରାତ୍ରି ୦୨.୦୪ ଗତେ ୬ଷ୍ଠୀ ଘାତଚନ୍ଦ୍ର- କନ୍ୟା ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ ଦିବା ୧୦.୨୭ ଗତେ ୦୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Sunday 12 May 2024

ମୂଳା – ମାନସିକ ଶାନ୍ତି ପାଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ।  ବ୍ୟବସାୟରେ ସଫଳତା ପାଇବା ପାଇଁ ସାମାନ୍ୟ ପରିଶ୍ରମ କରିବାକୁ ପଡିବ ।
ପୂ , ଷାଢା – ପତୀପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଶିକ୍ଷା କ୍ଷେତ୍ରରେ ଅଶୁଭ ପ୍ରଭାବ ପଡିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ ।
ଉ , ଷାଢା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ ।  ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିବା ଭଲ ହେବ । ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ । ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ ।
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାଇ ଛୋଟ ପିଲାଙ୍କୁ ଖାଇବାକୁ ଦିଅନ୍ତୁ 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :