• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th May 2024: ଏହି ରାଶିର ବ୍ୟକ୍ତିଙ୍କର କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର ଚନ୍ଦ୍ର- ମିଥୁନ ନିଶାନ୍ତ ୦୫.୦୫ ଗତେ କର୍କଟ ତିଥି- ୫ମୀ ରାତ୍ରି ୦୨.୦୪ ଗତେ ୬ଷ୍ଠୀ ଘାତଚନ୍ଦ୍ର- କନ୍ୟା ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ ଦିବା ୧୦.୨୭ ଗତେ ୦୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Capricorn

ମକର

Sunday 12 May 2024

ଉ, ଷାଢା- ପରିବାରରେ ପିଲାମାନଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇ ପାରନ୍ତି । କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହୋଇପାରେ ।
ଶ୍ରବଣା- ସହକର୍ମୀଙ୍କ ସହଯୋଗ ପାଇ କାମ ହାସଲ କରିବେ । ସଂଗଠନ, ରାଜନୀତି କିମ୍ବା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତିର ସାମ୍ନା କରିବେ ।
ଧନିଷ୍ଠା- ଅନ୍ୟମାନଙ୍କ ସହ ପ୍ରତିଯୋଗିତା ମନୋଭାବରୁ ଅସନ୍ତୁଷ୍ଟ ରହିବେ । କଚେରି ମାମଲା ନେଇ ବ୍ୟସ୍ତତା ବଢ଼ିବ କିନ୍ତୁ କଳା, ସାହିତ୍ୟ, ସଂସ୍କୃତି କ୍ଷେତ୍ରରୁ ସୁନାମ ମିଳିବ ।
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :