Daily Horoscope 12th May 2024: ଏହି ରାଶିର ବ୍ୟକ୍ତିଙ୍କର କାମ ଚାପରେ ବ୍ୟସ୍ତତା ବଢ଼ିଯାଇପାରେ

ସୌର ମେଷ ମାସ ବୈଶାଖ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ରବିବାର ଚନ୍ଦ୍ର- ମିଥୁନ ନିଶାନ୍ତ ୦୫.୦୫ ଗତେ କର୍କଟ ତିଥି- ୫ମୀ ରାତ୍ରି ୦୨.୦୪ ଗତେ ୬ଷ୍ଠୀ ଘାତଚନ୍ଦ୍ର- କନ୍ୟା ରାଶିର ନିଶାନ୍ତ ୦୫.୦୫ ପର୍ଯ୍ୟନ୍ତ ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୧ ପାଦ-କୃଷୀହାନି-ଭୂମିଦାନ ଦିବା ୧୦.୨୭ ଗତେ ୦୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ

Aries

ମେଷ

Sunday 12 May 2024

ପୂ, ଭାଦ୍ରପଦ- ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ ।

ଉ, ଭାଦ୍ରପଦ- କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ଯୋଜନା ମୁତାବକ ସଫଳତା ପାଇବେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିବେ । ଅଫିସରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ ।

ରେବତୀ- ପାରିବାରିକ ଜୀବନର ଅକୁହା କଥାକୁ ଲୁଚାଇ ରଖି ହସି ହସି କଥା କହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ସାହିତ୍ୟ, ସାମ୍ବାଦିକ ଖୁସି ରହିବେ ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :