• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Nov 2022: ଏହି ରାଶିର ବ୍ୟକ୍ତି ଆଜି ରାଜନୀତିରେ ବିଜୟୀ ହେବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର – ମିଥୁନ ଅହୋରାତ୍ର ତିଥି- ୪ର୍ଥୀ ରାତ୍ରି ୧୦/୨୬ ଗତେ ୫ମୀ ଘାତ ଚନ୍ଦ୍ର- କନ୍ୟା ଅହୋରାତ୍ର ଘାତ ବାର – ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ପାଦ- କୃଷିହାନି- ଭୂମିଦାନ

Gemini

ମିଥୁନ

Saturday 12 Nov 2022

କୃତିକା - ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।

ରୋହିଣୀ – ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି । ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ମୃଗଶିରା – ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :