• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Nov 2023: ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ, ଅର୍ଥ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ, ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୪ଶୀ ଦିବା ୦୨.୪୫ ଗତେ ଅମାବାସ୍ୟା ଘାତଚନ୍ଦ୍ର- ନାସ୍ତି ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ କୃଷିହାନି ଭୂମିଦାନ ରାତ୍ରି ୦୨.୫୦ ଗତେ ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ 

Aries

ମେଷ

Sunday 12 Nov 2023

ଅଶ୍ୱନୀ- କର୍ମକ୍ଷେତ୍ର ପ୍ରତି ଉଦାସୀନ ରହି ସମାଲୋଚିତ ହେବେ, ଏଣୁ ଭାବିଚିନ୍ତି କାମ କରିବା ଭଲ ହେବ । ପୁରାତନ ରୋଗର ଉପସମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । ବନ୍ଧୁ ମାନଙ୍କ ସହ ଦେବ ଦର୍ଶନ  ସାଙ୍ଗକୁ ଭ୍ରମନ ସୁଯୋଗ ଜୁଟିବ । 
ଦ୍ୱିଜା- କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ଲାଭ କରିବେ । କେତେକ କ୍ଷେତ୍ରରେ ଅନ୍ୟମନସ୍କ ହୋଇ ସମସ୍ୟାକୁ ନିୟନ୍ତ୍ରଣ କରିପାରନ୍ତି । 
କୃତିକା- ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଧନହାନି ଘଟିପାରେ । 

ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :