• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Nov 2023: ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ, ଅର୍ଥ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ, ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୪ଶୀ ଦିବା ୦୨.୪୫ ଗତେ ଅମାବାସ୍ୟା ଘାତଚନ୍ଦ୍ର- ନାସ୍ତି ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ କୃଷିହାନି ଭୂମିଦାନ ରାତ୍ରି ୦୨.୫୦ ଗତେ ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ 

Aquarius

କୁମ୍ଭ

Sunday 12 Nov 2023

ଧନିଷ୍ଠା- ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ ।    ଘର ପାଇଁ ଜରୁରୀ ଜିନିଷ କ୍ରୟ କରିବେ । କର୍ମକ୍ଷେତ୍ରରେ ସଫଳତା ପାଇଁ କାହାଠାରୁ ପରାମର୍ଶ ମିଳିବ । ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ମତ ପାର୍ଥକ୍ୟ ଦେଖାଦେଇପାରେ । 
ଶତଭିଷା- ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି । ହଠାତ୍ ସନ୍ତାନଙ୍କ ପାଇଁ ଚିନ୍ତା କରିବେ 
ପୂ,ଭାଦ୍ରପଦ- ପଢା ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :