• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Nov 2023: ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ, ଅର୍ଥ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ, ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୪ଶୀ ଦିବା ୦୨.୪୫ ଗତେ ଅମାବାସ୍ୟା ଘାତଚନ୍ଦ୍ର- ନାସ୍ତି ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ କୃଷିହାନି ଭୂମିଦାନ ରାତ୍ରି ୦୨.୫୦ ଗତେ ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ 

Pisces

ମୀନ

Sunday 12 Nov 2023

ପୂ,ଭାଦ୍ରପଦ- ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । 
ଉ,ଭାଦ୍ରପଦ- ଶିକ୍ଷା ଓ କ୍ୟାରିୟର କ୍ଷେତ୍ରରେ ଆଗକୁ ବଢିବାର ସୁଯୋଗ ମିଳିବ ତେଣୁ ନିଷ୍ଠାପର ଭାବରେ ପ୍ରୟାସ ଜାରି ରଖିବେ । ଜୀବନ ସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । ଅଫିସ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କଥା ଭୁଲିଯାଇପାରନ୍ତି । 
ରେବତୀ- ଆମଦାନୀ ବଢାଇବାର ନୂଆ  ଯୋଜନା  ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳାମାନେ ପୂଜା ପାଠରେ ମନୋନିବେଶ କରିବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :