Daily Horoscope 12th Nov 2023: ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ, ଅର୍ଥ ଲାଭର ଯୋଗ ରହିଛି...
/odishatv-khabar/media/media_files/uploadimage/library/16_9/16_9_0/IMAGE_1699762716-906333.jpg)
ସୌର ତୁଳା ମାସ କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ, ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୪ଶୀ ଦିବା ୦୨.୪୫ ଗତେ ଅମାବାସ୍ୟା ଘାତଚନ୍ଦ୍ର- ନାସ୍ତି ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ କୃଷିହାନି ଭୂମିଦାନ ରାତ୍ରି ୦୨.୫୦ ଗତେ ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
