• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Nov 2023: ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ, ଅର୍ଥ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ, ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୪ଶୀ ଦିବା ୦୨.୪୫ ଗତେ ଅମାବାସ୍ୟା ଘାତଚନ୍ଦ୍ର- ନାସ୍ତି ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ କୃଷିହାନି ଭୂମିଦାନ ରାତ୍ରି ୦୨.୫୦ ଗତେ ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ 

Leo

ସିଂହ

Sunday 12 Nov 2023

ମଘା- ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।
ପୂ,ଫାଲଗୁନି- ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।  ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ । 
ଉ,ଫାଲଗୁନି- ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । 

ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :