• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Nov 2023: ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ, ଅର୍ଥ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ, ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୪ଶୀ ଦିବା ୦୨.୪୫ ଗତେ ଅମାବାସ୍ୟା ଘାତଚନ୍ଦ୍ର- ନାସ୍ତି ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ କୃଷିହାନି ଭୂମିଦାନ ରାତ୍ରି ୦୨.୫୦ ଗତେ ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ 

Virgo

କନ୍ୟା

Sunday 12 Nov 2023

ଉ,ଫଲଗୁନି- ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ । ଆକସ୍ମିକ ଭାବରେ ଆତ୍ମୀୟ ମାନଙ୍କ ନିକଟରୁ ସହେଯାଗ, ସୁଖ ସମ୍ମାନ ପାଇ ଖୁସି ହେବେ । 
ହସ୍ତା- ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।ଅନ୍ୟ ମାନଙ୍କୁ ମିଠା କଥାକହି କାମ ହାସଲ କରିବେ । 
ଚିତ୍ରା- ମହିଳା ମାନେ ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ । ମନ ଚାହୁଁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହେବ 

ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :