• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Nov 2023: ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ, ଅର୍ଥ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ, ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୪ଶୀ ଦିବା ୦୨.୪୫ ଗତେ ଅମାବାସ୍ୟା ଘାତଚନ୍ଦ୍ର- ନାସ୍ତି ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ କୃଷିହାନି ଭୂମିଦାନ ରାତ୍ରି ୦୨.୫୦ ଗତେ ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ 

Libra

ତୁଳା

Sunday 12 Nov 2023

ଚିତ୍ରା- ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ବହୁତ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକ ଠିକ ଭାବରେ ସମ୍ପନ୍ନ ହେବ । 
ସ୍ୱାତୀ- କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ ।  ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ଆନୁଷ୍ଠାନିକ କାମରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । 
ବିଶାଖା- ଏକୁଟିଆ ହୋଇ ଲଢିବାର ସକ୍ଷମତା ବିକଶିତ ହେବ । ଅର୍ଥ ସମ୍ବନ୍ଧୀତ କ୍ଷେତ୍ରରେ  ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି । 

ପ୍ରତିକାର –ପର୍ଶୁରାମ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :