• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Nov 2023: ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ, ଅର୍ଥ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ, ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୪ଶୀ ଦିବା ୦୨.୪୫ ଗତେ ଅମାବାସ୍ୟା ଘାତଚନ୍ଦ୍ର- ନାସ୍ତି ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ କୃଷିହାନି ଭୂମିଦାନ ରାତ୍ରି ୦୨.୫୦ ଗତେ ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ 

Scorpio

ବିଛା

Sunday 12 Nov 2023

ବିଶାଖା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବିଭିନ୍ନ ଦିଗରୁ ରୋଜଗାର ବଢିବା ସହ ଅଳଙ୍କାର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । 
ଅନୁରାଧା- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚିତ୍ର କ୍ଷେତ୍ରରେ ଆଗେଇବେ । ପରିବାରରେ ଖର୍ଚ୍ଚ ପରିମାଣ ବୃଦ୍ଧିଯୋଗୁ ମନରେ ସରସତା ରହିବ ନାହିଁ । 
ଜ୍ୟେଷ୍ଠା- ଆପଣଙ୍କର ବହୁତ କାମ ଅଧୁରା ରହିପାରେ । ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ଅସାବଧାନତା କାରଣରୁ ଦ୍ରବ୍ୟ  ନଷ୍ଟ କିମ୍ବା ଧନହାନି ଘଟିପାରେ । 

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :