• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Nov 2023: ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ, ଅର୍ଥ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ, ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୪ଶୀ ଦିବା ୦୨.୪୫ ଗତେ ଅମାବାସ୍ୟା ଘାତଚନ୍ଦ୍ର- ନାସ୍ତି ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ କୃଷିହାନି ଭୂମିଦାନ ରାତ୍ରି ୦୨.୫୦ ଗତେ ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ 

Sagittarius

ଧନୁ

Sunday 12 Nov 2023

ମୂଳା- ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ ।  ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ
ପୂ,ଷାଢା- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ଭାବନା ରହିଛି । କୌଣସି ସମସ୍ୟାରେ ମନ ଭାରାକ୍ରାନ୍ତ ରହିଥିବାରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ ।   
ଉ,ଷାଢା- ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ ।ପ୍ରକାଶନ, ଚୁକ୍ତିପତ୍ର,ଆଲୋଚନା ତଥା ଲେଖାପଡାରୁ ଶୁଭଫଳ ପାଇବେ । 

ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :