• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Nov 2023: ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ, ଅର୍ଥ ଲାଭର ଯୋଗ ରହିଛି...

ସୌର ତୁଳା ମାସ  କାର୍ତ୍ତିିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ, ରବିବାର । ଚନ୍ଦ୍ର- ତୁଳା ଅହୋରାତ୍ର ତିଥି- ୧୪ଶୀ ଦିବା ୦୨.୪୫ ଗତେ ଅମାବାସ୍ୟା ଘାତଚନ୍ଦ୍ର- ନାସ୍ତି ଅହୋରାତ୍ର ଘାତବାର- ମେଷ ପୁଷ୍କର ଦୋଷ- ୧ ପାଦ କୃଷିହାନି ଭୂମିଦାନ ରାତ୍ରି ୦୨.୫୦ ଗତେ ୨ ପାଦ କୃଷି ଓ ବଂଶ ହାନି ଭୂମି ଓ ତିଳକାଞ୍ଚନ ଦାନ 

Capricorn

ମକର

Sunday 12 Nov 2023

ଉ,ଷାଢା- ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ । 
ଶ୍ରବଣା- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ । ଅଫିସ ରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । 
ଧନିଷ୍ଠା- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି ।  ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସଭାସମିତିରେ ରୋକ୍‌ଠୋକ୍ କଥା ପାଇଁ ସମାଲୋଚିତ ହୋଇପାରନ୍ତି । 

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :