• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର ଚନ୍ଦ୍ର – ମେଷ ରାଶିର ଘାତ ଚନ୍ଦ୍ର- ଧନୁ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୧୦ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞନ ଦାନ

Pisces

ମୀନ

Wednesday 12 Oct 2022

ପୂ , ଭାଦ୍ରପଦ - ପ୍ରିୟବ୍ୟକ୍ତଙ୍କ ସହିତ ମିଶିବା ପାଇଁ ଦିନଟି ଭଲ ରହିବ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି

ଉ , ଭଦ୍ରପଦ - ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଶିକ୍ଷାର୍ଥୀ ମାନେ ଶିକ୍ଷାପ୍ରତି ଅଧିକ ଯତ୍ନଶୀଳ ରହିବେ

ରେବତୀ – ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ମହିଳା ମାନେ ଉତ୍ସାହିତ ରହିବେ

ପ୍ରତିକାର – ଗୌର ବର୍ଣ୍ଣ ବ୍ରାହ୍ମଣର ସେବା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :