• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର ଚନ୍ଦ୍ର – ମେଷ ରାଶିର ଘାତ ଚନ୍ଦ୍ର- ଧନୁ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୧୦ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞନ ଦାନ

Gemini

ମିଥୁନ

Wednesday 12 Oct 2022

ମୃଗଶିରା - ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ଜୀବନସାଥୀଙ୍କ ସହିତ ସମୟ ବିତାଇବେ । କର୍ମ କ୍ଷେତ୍ରରେ ଖର୍ଚ୍ଚାନ୍ତ କାରଣରୁ ଆର୍ଥିକ ଚାପ ଦେଖାଦେଇ ପାରେ

ଆଦ୍ରା - ବ୍ୟବସାୟରେ ସୈଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୈାଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ

ପୁନର୍ବସୁ - ଜମିଜମା କାରବାରରେ ଠକାମୀରେ ପଡିବେ । କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି

ପ୍ରତିକାର – କିଛି ମୁଗଡାଲି ବିଷ୍ଣୁଙ୍କ ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :