• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର ଚନ୍ଦ୍ର – ମେଷ ରାଶିର ଘାତ ଚନ୍ଦ୍ର- ଧନୁ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୧୦ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞନ ଦାନ

Cancer

କର୍କଟ

Wednesday 12 Oct 2022

ପୁନର୍ବସୁ - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ । ନିଜର ଅହଂଭାବ ଯୋଗୁ କୈାଣସି କାର୍ଯ୍ୟ ଠିକ୍ ଭାବରେ କରି ପାରିବ ନାହିଁ

ପୁଷ୍ୟା – ବ୍ୟବସାୟରେ ମାଆ ଲକ୍ଷ୍ମୀଙ୍କ କଟାକ୍ଷ ଲାଭ କରିପାରନ୍ତି । ରାଜନୀତିରେ ପ୍ରତିହତ କରି ନିଜକୁ ସୁରକ୍ଷିତ ରଖିପାରିବେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ

ଅଶ୍ଳେଷା - କୋର୍ଟକଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳା ମାନେ କଳହ ପ୍ରିୟ ହେବେ

ପ୍ରତିକାର –ଧଳା ରଙ୍ଗର ମାଛକୁ ଖାଦ୍ୟ ଦେଇ ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :