• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର ଚନ୍ଦ୍ର – ମେଷ ରାଶିର ଘାତ ଚନ୍ଦ୍ର- ଧନୁ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୧୦ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞନ ଦାନ

Scorpio

ବିଛା

Wednesday 12 Oct 2022

ବିଶାଖା – ପରିବାରର ପରିସ୍ଥିତିକୁ ନେଇ ମନ ଭାରାକ୍ରାନ୍ତ ରହିବ । ଧର୍ଯ୍ୟର ସହିତ ସବୁ କାର୍ଯ୍ୟକୁ ସମାଧାନ କରିପାରିବେ

ଅନୁରାଧା – ସଭାସମିତିରେ ଅପ୍ରିୟ ମିଛ କଥାକହି ବିରୋଧି ହୋଇପାରନ୍ତି । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ

ଜ୍ୟେଷ୍ଠା – ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ

ପ୍ରତିକାର – ସକାଳୁ ସୂର୍ଯ୍ୟ ଦେବତାକୁ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :