• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th Oct 2022: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ସଫଳତା ପାଇବେ

ସୈାର କନ୍ୟା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ବୁଧବାର ଚନ୍ଦ୍ର – ମେଷ ରାଶିର ଘାତ ଚନ୍ଦ୍ର- ଧନୁ ରାଶିର ଘାତ ବାର – କର୍କଟ ରାଶିର ପୁଷ୍କର ଦୋଷ – ସନ୍ଧ୍ୟା ୦୫/୧୦ ଗତେ ୧ପାଦ । ଗୋସମ୍ପଦ-ନାଶ, ତିଳକାଞନ ଦାନ

Capricorn

ମକର

Wednesday 12 Oct 2022

ଉ , ଷାଢା - ସ୍ୱାସ୍ଥ୍ୟରେ ସୁଧାର ଏବଂ କାର୍ଯ୍ୟରେ ସଫଳତା ମିଳିପାରେ । କର୍ମ କ୍ଷେତ୍ରରେ ବିଳମ୍ବ ଯୋଗ ରହିଛି

ଶ୍ରବଣା – ବ୍ୟବସାୟରେ ଆଶାନୂରୂପକ ଫଳ ପାଇବେ । ଛାତ୍ରଛାତ୍ରୀ ମାନେ ନିଜର କାମ ତୁଲାଇବେ । ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ନେଇ ଚିନ୍ତାଗ୍ରସ୍ତ ରହିବେ

ଧନିଷ୍ଠା – ଋଣ ସୁଝି ନପାରି ଚିନ୍ତାରେ ପଡିପାରନ୍ତି । ସହକର୍ମୀ ମାନେ ସାହାର୍ଯ୍ୟ କାରୀ ସାବ୍ୟସ୍ତ୍ୟ ହେବେ

ପ୍ରତିକାର – କୋଇଲା ଖଣ୍ଡ ନେଇ କୌଣସି ରୋଷୋଇ ହେଉଥିବା ଧର୍ମ ସ୍ଥାନରେ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :