• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Saturday 12 Oct 2024

ଅଶ୍ୱିନୀ- ଅନେକ ଦିନରୁ ଲାଗି ରହିଥିବା ଦେହପୀଡାରୁ ମୁକ୍ତି ପାଇବେ । ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।

ଦ୍ୱିଜା- ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।

କୃତିକା- ରାଜନୀତିରେ କିଛି ବିଶେଷ କଥା ଆଲୋଚନା କରିବେ । କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ପାରିବାରିକ ସୁଖରେ ସମୟ ଅତିବାହିତ କରିବେ ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :