• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Saturday 12 Oct 2024

କୃତିକା- ଶିଶୁ ମାନଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେବା ଦରକାର । ଗୃହରେ କୌଣସି ବ୍ୟକ୍ତିଙ୍କ ଠାରୁ ସୁଖ ସମ୍ବାଦ ପାଇବେ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବାର ସୁଯୋଗ ପାଇବେ ।

ରୋହିଣୀ- ଜାଗା, ଜମି ଗୃହ ଆଦି କ୍ରୟ କରିବାର ସୁଯୋଗ ଅଛି । ନିଜ ଆଚରଣ ବା କଥା କହିବା ଉପରେ ଧ୍ୟାନ ରଖନ୍ତୁ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବାର ସମ୍ଭାବନା ରହିଛି ।

ମୃଗଶିରା- ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବା ପାଇଁ କରିଥିବା ଶ୍ରମର ଅବଶ୍ୟ ଶୁଭଫଳ ପାଇବ । ସମାଜ କଲ୍ୟ।।ଣ, ଧର୍ମାନୁଷ୍ଠାନରେ, ମନ୍ଦିରରେ ଯୋଗଦାନ କରି ପ୍ରଂଶସିତ ହେବେ ।

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :