• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Saturday 12 Oct 2024

ଧନିଷ୍ଠା- ଶାରିରୀକ ଦୁର୍ବଳତାରୁ ମୁକ୍ତି ପାଇବେ । ପାରିପାରିକ ଜୀବନ ସୁଖକର ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । କର୍ମକ୍ଷେତ୍ରରେ କିଛି ନୂଆ ଅଭିଜ୍ଞତା ହାସଲ କରିବେ ।

ଶତଭିଷା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମହିଳା ମାନେ ବନ୍ଧୁପ୍ରିୟ ରହିବେ ।

ପୂ, ଭାଦ୍ରପଦ- ଯାନ୍ତ୍ରିକ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହୋଇ ଖୁସି ଅନୁଭବ କରିବେ । ସମ୍ପତ୍ତି ବିକ୍ରୟ ବେଳେ ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି ।

ପ୍ରତିକାର – ହନୁମାନ ଚାଳିଶା ସହ ପୂଜାପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :