• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Saturday 12 Oct 2024

ପୂ, ଭାଦ୍ରପଦ-ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଁଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।

ରେବତୀ- ରାଜନୀତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :