• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 12 Oct 2024

ମୃଗଶିରା- ଭାତୃ ସଂପର୍କରେ ଉନ୍ନତି ଘଟିବ । ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୌଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।

ଆଦ୍ରା- ରାଜନୀତିରେ ବିଜୟ ଲାଭରୁ ମନୋବଳ ବୃଦ୍ଧି ପାଇବ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ ।

ପୁନର୍ବସୁ- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । କୌଣସି ପୁରୁଣା ବିବାଦର ସମ୍ମୁଖିନ ହେବାକୁ ପଡିବ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :