• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Saturday 12 Oct 2024

ପୁନର୍ବସୁ- ସ୍ୱାସ୍ଥ୍ୟକୁ ନେଇ ଚିନ୍ତା କରିପାରନ୍ତି । ପାରିବାରରେ ମତାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ପୁଷ୍ୟା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।

ଅଶ୍ଳେଷା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳା ମାନଙ୍କର ଭାଗ୍ୟ ଉଦୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :