• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Saturday 12 Oct 2024

ମଘା- ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି ।

ପୂ- ଫାଲ୍‌ଗୁନୀ- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।

ଉ- ଫାଲ୍‌ଗୁନୀ- ରାଜନୀତି କ୍ଷେତ୍ରରେ କୌଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :