• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 12 Oct 2024

ଉ- ଫାଲ୍‌ଗୁନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତ୍ତରୋତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ । ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ହସ୍ତା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୌଣସି ଯୋଜନାରେ ପରିବର୍ତନ କରିପାରନ୍ତି । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ ।

ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :