• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Saturday 12 Oct 2024

ବିଶାଖା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।

ଅନୁରାଧା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।

ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଡ଼ୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :