• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Saturday 12 Oct 2024

ମୂଳା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖାହେବେ । ନିଜର ଅହଂଭାବ ଯୋଗୁ କୌଣସି କାର୍ଯ୍ୟ ଠିକ୍ ଭାବରେ କରି ପାରିବେ ନାହିଁ ।

ପୂ, ଷାଢା- ବ୍ୟବସାୟରେ ସୌଜନ୍ୟ ହାନି ଘଟିବ । ଦଳୀୟ ନେତାଙ୍କ ସହିତ କୌଣସି କଥା ଆଲୋଚନା କରିପାରନ୍ତି । ଛାତ୍ରମାନେ ଏକାଗ୍ରତାର ସହ ପଢାରେ ମନ ଲଗାଇବେ ।

ଉ, ଷାଢା- ଲୋକ କଲ୍ୟାଣ କାର୍ଯ୍ୟ କରିବେ । ଜମିରେ ଲାଗିଥିବା ପୂର୍ବ ସମସ୍ୟାର ସୁ- ସମାଧାନ ହୋଇପାରେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :