• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th October 2024: ଆଜି ଏହି ରାଶିର ବ୍ୟକ୍ତି ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ ଶୁକ୍ଳପକ୍ଷ । ଇଂରାଜୀରେ ୧୨ ତାରିଖ ଶନିବାର ଚନ୍ଦ୍ର- ମକର ଅହୋରାତ୍ର ତିଥି- ୯ମୀ ଦିବା ୧୦.୫୮ ଗତେ ୧୦ମୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ବୃଷ , ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Saturday 12 Oct 2024

ଉ, ଷାଢା- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ । ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ।

ଶ୍ରବଣା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ ।

ଧନିଷ୍ଠା- ଛାତ୍ର ଛାତ୍ରୀ ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ ।

ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :