• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th September 2022: ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ

ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ତିଥି – ୨ୟା ଦିବା ୧୧/୩୫ ଗତେ ୩ ୟା ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦିବା ୧୧/୩୫ ପର୍ଯ୍ୟନ୍ତ

Aquarius

କୁମ୍ଭ

Monday 12 Sep 2022

ଧନିଷ୍ଠା –ଅସି୍ଥରତା କାରଣରୁ କାର୍ଯ୍ୟରେ ତୃଟି କରିପାରନ୍ତି

ଶତଭିଷା –ନିଜର କ୍ରୋଧ ପାଇଁ ନିଜର କ୍ଷତି ଘଟାଇବେ

ପୂ , ଭାଦ୍ରପଦ – ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରଖିପାରିବେ ନାହିଁ

ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS