Advertisment

Daily Horoscope 12th September 2022: ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ

author-image
Pallipuspa Samal
Daily Horoscope 12th September 2022: ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ
ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ତିଥି – ୨ୟା ଦିବା ୧୧/୩୫ ଗତେ ୩ ୟା ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦିବା ୧୧/୩୫ ପର୍ଯ୍ୟନ୍ତ