• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th September 2022: ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ

ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ତିଥି – ୨ୟା ଦିବା ୧୧/୩୫ ଗତେ ୩ ୟା ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦିବା ୧୧/୩୫ ପର୍ଯ୍ୟନ୍ତ

Cancer

କର୍କଟ

Monday 12 Sep 2022

ପୁନର୍ବସୁ - ପୁରୁଣା ରୋଗ ବ୍ୟାଧ ଜନିତ ପୀଡା ଦୁଶ୍ଚିନ୍ତାର କାରଣ ହୋଇପାରେ

ପୁଷ୍ୟା – ବ୍ୟବସାୟରେ ସୈଜନ୍ୟ ହାନି ଘଟିବ

ଅଶ୍ଳେଷା - ନିସ୍ପଳତା ଓ ନିରାଶ ଭାବ ଦେଖାଦେବ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS