• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th September 2022: ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ

ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ତିଥି – ୨ୟା ଦିବା ୧୧/୩୫ ଗତେ ୩ ୟା ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦିବା ୧୧/୩୫ ପର୍ଯ୍ୟନ୍ତ

Leo

ସିଂହ

Monday 12 Sep 2022

ମଘା – ସମ୍ପର୍କୀୟ ଜଣେ ବନ୍ଧୁଙ୍କ ପ୍ରତିଶୃତି ଯାହାକି ଆପଣଙ୍କ କାମରେ ଆସିବ

ପୂ , ଫାଲଗୁନୀ - ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ

ଉ ,ଫାଲଗୁନୀ – ନିଜର ଶକ୍ତି ଓ ସାମର୍ଥ ପାଇଁ ସୁନାମ ଅର୍ଜନ କରିବେ

ପ୍ରତିକାର – ସୂର୍ଯ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS