• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th September 2022: ଏହି ରାଶିର ବ୍ୟକ୍ତି ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ

ସୈାର ସିଂହ ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୧୨ ତାରିଖ ସୋମବାର ତିଥି – ୨ୟା ଦିବା ୧୧/୩୫ ଗତେ ୩ ୟା ଚନ୍ଦ୍ର – ମୀନ ଅହୋରାତ୍ର ଘାତ ଚନ୍ଦ୍ର- ଧନୁ ଅହୋରାତ୍ର ଘାତ ବାର – ମିଥୁନ ରାଶିର ପୁଷ୍କର ଦୋଷ – ୧ ପାଦ- ପଶୁସମ୍ପଦ ନାଶ- ଅନ୍ନ ଦିବା ୧୧/୩୫ ପର୍ଯ୍ୟନ୍ତ

Scorpio

ବିଛା

Monday 12 Sep 2022

ବିଶାଖା – ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ

ଅନୁରାଧା – ସୁନ୍ଦର କଳ୍ପନାରେ ବିଭୋର ରହିବେ

ଜ୍ୟେଷ୍ଠା – ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS