• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 12th September 2024: ଆଜି ଏହି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ହେବ...

ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ ।

Sagittarius

ଧନୁ

Thursday 12 Sep 2024

ମୂଳା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ପୂ, ଷାଢା- ବେପାର ବୃତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି ।

ଉ, ଷାଢା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ

ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :