• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।

Aries

ମେଷ

Thursday 13 Apr 2023

ଅଶ୍ୱନୀ- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି କାରଣରୁ ମନ ହାଲୁକା ହୋଇଯିବ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ।

ଦ୍ୱିଜା- ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ । ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ

କୃତିକା- ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ। ଇଲୋକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।

ପ୍ରତିକାର - କୈାଣସି ଛୋଟା ଲୋକଙ୍କୁ କିଛି ସାହାର‌୍ୟ୍ୟ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :