• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।

Taurus

ବୃଷ

Thursday 13 Apr 2023

କୃତିକା- ଦେହ ଭଲ ରହିଲେ ମଧ୍ୟ ମୁଣ୍ଡ ରୋଗରେ କଷ୍ଟ ପାଇବେ । ପରିବାରର ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ରହିବେ । ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ ।

ରୋହିଣୀ- ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ। ଦୃଢ଼ ମନୋବଳ ଓ କାର‌୍ୟ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ । ରାଜନୀତି କ୍ଷେତ୍ରରେ ସବୁ ପରିସ୍ଥିତିକୁ ସମ୍ଭାଳି ନେବେ।

ମୃଗଶିରା- ନୂତନ ବସ୍ତ୍ରାଳଙ୍କାର ପାଇଁ ମନ ବଳାଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ । ସ୍ୱାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :