• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।

Aquarius

କୁମ୍ଭ

Thursday 13 Apr 2023

ଧନିଷ୍ଠା- ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି।

ଶତଭିଷା- ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନ ଭଲ ଲାଗିବ ନାହିଁ । ଯେ କୌଣସି କାମ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ।

ପୂ, ଭାଦ୍ରପଦ- ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ସମ୍ଭାବନା ରହିଛି । ନିଜ ମନ ପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।

ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :