• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।

Pisces

ମୀନ

Thursday 13 Apr 2023

ପୂ, ଭାଦ୍ରପଦ- ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ

ଉ, ଭାଦ୍ରପଦ- ନିଜର ଆକସ୍ମିକ ବୁଦ୍ଧି ଓ କାର‌୍ୟ୍ୟ କରିବା ଶୈଳିରେ ପରିବର୍ତନ ଆଣି ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ ।

ରେବତୀ- ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି ।

ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :