• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।

Gemini

ମିଥୁନ

Thursday 13 Apr 2023

ମୃଗଶିରା- ସ୍ବାସ୍ଥ୍ୟରେ ଅବନତି ହୋଇପାରେ । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

ଆଦ୍ରା- ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

ପୁନର୍ବସୁ- ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ । ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ଦୃଢ଼ୀଭୂତ କରିବ

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :