• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।

Cancer

କର୍କଟ

Thursday 13 Apr 2023

ପୁନର୍ବସୁ- ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି।

ପୁଷ୍ୟା- କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ

ଅଶ୍ଳେଷା- ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :