• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।

Virgo

କନ୍ୟା

Thursday 13 Apr 2023

ଉ- ଫାଲ୍‌ଗୁନୀ- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ

ହସ୍ତା- ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ । ଆତ୍ମୀୟସ୍ବଜନଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ। ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ ଓ ସମ୍ମାନ,ପ୍ରତିଷ୍ଠା ପାଇବେ।

ଚିତ୍ରା- ବହୁ ଦିନର ଆଶା ପୂରଣ କାରଣରୁ ମନ ଉତ୍ଫୁଲ୍ଲିତ ରହିବ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବାଦରୁ ମୁକ୍ତି ମିଳିବ । ନିଜକୁ ଧର୍ମକାର‌୍ୟ୍ୟରେ ନିୟୋଜିତ କରିପାରନ୍ତି

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :