• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।

Libra

ତୁଳା

Thursday 13 Apr 2023

ଚିତ୍ରା- ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ

ସ୍ୱାତୀ- ଧୈର‌୍ୟ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ସଭାସମିତି ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଦୃଢ଼ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ

ବିଶାଖା- ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ । ଗୃହ ନିର୍ମାଣ, ଯାନ ମରାମତିରୁ ଖୁସି ରହିବେ । କାର‌୍ୟ୍ୟକୁଶଳତା ହେତୁ ମାନସିକ ସ୍ଥିତି ଭଲ ରହିବ । ମନ କଥା ମନରେ ରଖି କାମ ହାସଲ କରିବେ।

ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :