• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2023: ଏହି ରାଶିର ବ୍ୟକ୍ତି ଆଜି କୋର୍ଟ ମାମଲାରେ ବିଜୟ ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୧୩ ତାରିଖ ଗୁରୁବାର ।ଚନ୍ଦ୍ର – ଧନୁ ଦିବା ୦୪.୨୧ ଗତେ ମକର,ତିଥି – ୮ମୀ ରାତ୍ରି ୦୧.୩୪ ଗତେ ୯ମୀ,ଘାତ ଚନ୍ଦ୍ର – ତୁଳା, କୁମ୍ଭ ଦିବା ୦୪.୨୧ ଗତେ ସିଂହ,ଘାତ ବାର – ତୁଳା, କୁମ୍ଭ,ପୁଷ୍କର ଦୋଷ – ଦିବା ୧୦.୪୨ ଗତେ ୧ ପାଦ- କୁଟୁମ୍ଭ ହାନି - ତିଳକାଞନ ଦାନ ।

Capricorn

ମକର

Thursday 13 Apr 2023

ଉ, ଷାଢା- ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ।

ଶ୍ରବଣା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ।

ଧନିଷ୍ଠା- ପରିସ୍ଥିତିବଶତଃ ଅନ୍ୟମାନଙ୍କୁ ବିଶ୍ୱାସକରି ପ୍ରତାରିତ ହୋଇପାରନ୍ତି । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ

ପ୍ରତିକାର – ମାଆ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :