• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁର ମୟ ରହିବ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ଶନିବାର । ଚନ୍ଦ୍ର- ବୃଷ ଦିବା ୧୨.୪୫ ଗତେ ମିଥୁନ । ତିଥି- ୫ମୀ ଦିବା ୧୨.୦୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବିଛା ରାଶିର, ଦିବା ୧୨.୪୫ ଗତେ କନ୍ୟା,ଘାତବାର- ବୃଷ,ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Saturday 13 Apr 2024

ଅଶ୍ୱନୀ – ପୁରୁଣା ରୋଗରୁ ଆରୋଗ୍ୟ ଲାଭ କରିବେ । ବନ୍ଧୁଙ୍କ ସହ କଥାବାର୍ତାରେ ଭଲ ପରାମର୍ଶ ପାଇବେ । ଖଣିଜ , ଧାତବ ଦ୍ରବ୍ୟ ,ଖାଦ୍ୟଦ୍ରବ୍ୟାଦି ବ୍ୟବସାୟରୁ ଲାଭ ମିଳିବ ।

ଦ୍ୱିଜା – ଦକ୍ଷତା ପାଇଁ ପ୍ରଂଶସିତ ହେଲେ ମଧ୍ୟ ପଦୋନ୍ନତି ମିଳି ନପାରେ । ସାମାଜିକ ଗଣ ମାଧ୍ୟମରେ ଦୀର୍ଘଦୀନ ଧରି ରହିବେ । ସରକାରୀ ଚାକିରିଆଙ୍କୁ ଭଲ କାମ ପାଇଁ ପ୍ରୋତ୍ସାହନ ମିଳିବ ।

କୃତିକା – ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ମହିଳା ମାନଙ୍କର ଜୀବନ ସୁଖ ସନ୍ତୋଷରେ କଟିବ । ରାଜନିତିଜ୍ଞ ମାନେ ବାସ୍ତବତା ହୃଦୟଙ୍ଗମ କରି ଦରିଦ୍ର ଜନତାଙ୍କ ସେବା କରିବେ ।

ପ୍ରତିକାର - କୌଣସି ଲାଲ୍ ବର୍ଣ୍ଣର କୁକୁରକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :