• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁର ମୟ ରହିବ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ଶନିବାର । ଚନ୍ଦ୍ର- ବୃଷ ଦିବା ୧୨.୪୫ ଗତେ ମିଥୁନ । ତିଥି- ୫ମୀ ଦିବା ୧୨.୦୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବିଛା ରାଶିର, ଦିବା ୧୨.୪୫ ଗତେ କନ୍ୟା,ଘାତବାର- ବୃଷ,ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Saturday 13 Apr 2024

କୃତିକା - ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆପଣ ଟିକେ ଆଳସ୍ୟ ଅନୁଭବ କରିବେ । ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗାରେ ଛ ପଇସା ଖର୍ଚ୍ଚ କରିବାକୁ ପଡିବ ।

ରୋହିଣୀ – କୈାଣସି କ୍ଷେତ୍ରରେ ନିବେଶ ପୂର୍ବରୁ ଦେଖିକି ନିବେଶ କରନ୍ତୁ । ଗୃହିଣୀଙ୍କ ଘରକାମରେ ଘର ଲୋକ ସାହାର‌୍ୟ୍ୟ କରିବେ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ ।

ମୃଗଶିରା –ବହୁ ଦିନରୁ ସମାଧାନ ହୋଇ ପାରୁନଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :