• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁର ମୟ ରହିବ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ଶନିବାର । ଚନ୍ଦ୍ର- ବୃଷ ଦିବା ୧୨.୪୫ ଗତେ ମିଥୁନ । ତିଥି- ୫ମୀ ଦିବା ୧୨.୦୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବିଛା ରାଶିର, ଦିବା ୧୨.୪୫ ଗତେ କନ୍ୟା,ଘାତବାର- ବୃଷ,ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Saturday 13 Apr 2024

ପୂ , ଭାଦ୍ରପଦ - ପ୍ରେମ ଜୀବନ ମଧୁର ମୟ ରହିବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । ଚାକିରି କ୍ଷେତ୍ରରେ ମନସ୍କାମନା ପୂରଣ ହେବ । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ ।

ଉ , ଭଦ୍ରପଦ - ଧର୍ମ ଷ୍ପୁସ୍ତକ ପଢିବାରେ ଆଗ୍ରହ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ ।

ରେବତୀ – ଅଫିସରେ କୈାଣସି ମହତ୍ୱ ପୂର୍ଣ୍ଣ କାର‌୍ୟ୍ୟ ମିଳିବ । ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :