• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁର ମୟ ରହିବ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ଶନିବାର । ଚନ୍ଦ୍ର- ବୃଷ ଦିବା ୧୨.୪୫ ଗତେ ମିଥୁନ । ତିଥି- ୫ମୀ ଦିବା ୧୨.୦୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବିଛା ରାଶିର, ଦିବା ୧୨.୪୫ ଗତେ କନ୍ୟା,ଘାତବାର- ବୃଷ,ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Saturday 13 Apr 2024

ପୁନର୍ବସୁ - ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପୁଷ୍ୟା – ସାମାଜିକ କାର‌୍ୟ୍ୟରେ ଅଂଶଗ୍ରହଣ କରିବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ ।

ଅଶ୍ଳେଷା - ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । କୋର୍ଟ,କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ମହିଳା ମାନେ ପୂଜା ପାଠରେ ମନୋନିବେଶ କରିବେ । 

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :