• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 13th April 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନ ମଧୁର ମୟ ରହିବ

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୩ ତାରିଖ ଶନିବାର । ଚନ୍ଦ୍ର- ବୃଷ ଦିବା ୧୨.୪୫ ଗତେ ମିଥୁନ । ତିଥି- ୫ମୀ ଦିବା ୧୨.୦୪ ଗତେ ୬ଷ୍ଠୀ,ଘାତଚନ୍ଦ୍ର- ବିଛା ରାଶିର, ଦିବା ୧୨.୪୫ ଗତେ କନ୍ୟା,ଘାତବାର- ବୃଷ,ସିଂହ ଓ କନ୍ୟା,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Saturday 13 Apr 2024

ମଘା – ଶ୍ୱାସ ଓ ହୃଦ ରୋଗୀ ମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାର‌୍ୟ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ ।

ପୂ , ଫାଲଗୁନୀ - ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ ।

ଉ ,ଫାଲଗୁନୀ – ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ ।

ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :